୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ
ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ.)- ବାତ୍ୟା ମୋନ୍ଥା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ । ଏଣୁ ଆସନ୍ତା ୨୮ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ଦକ୍ଷିଣପଶ୍ଚିମ ତତ୍‌ସଂଲଗ୍ନ କେନ୍ଦ୍ରିୟ ବଙ୍ଗୋପସାଗର ଉପକୂଳକୁ ୨୯ ତାରିଖ ପର୍ଯ୍ୟନ୍ତ ମାଛ ଧରିବାକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ
୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ


ଭୁବନେଶ୍ୱର, ୨୮ ଅକ୍ଟୋବର (ହି.ସ.)- ବାତ୍ୟା ମୋନ୍ଥା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିପାରେ । ଏଣୁ ଆସନ୍ତା ୨୮ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ଦକ୍ଷିଣପଶ୍ଚିମ ତତ୍‌ସଂଲଗ୍ନ କେନ୍ଦ୍ରିୟ ବଙ୍ଗୋପସାଗର ଉପକୂଳକୁ ୨୯ ତାରିଖ ପର୍ଯ୍ୟନ୍ତ ମାଛ ଧରିବାକୁ ଯିବାକୁ ମତ୍ସ୍ୟଜିବୀଙ୍କୁ ବାରଣ କରାଯାଇଛି । ଏପରିକି ଯେଉଁମାନେ ମାଛ ଧରିବାକୁ ସମୁଦ୍ରକୁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବାକୁ କୁହାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande