
ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)-ଓଡ଼ିଶା ଗସ୍ତରେ ଆସିଥିବା ଜାତୀୟ ପଛୁଆ ବର୍ଗ କମିଶନ ର ଅଧ୍ୟକ୍ଷ ଶ୍ରୀ ହଂସ୍ ରାଜ୍ ଗଙ୍ଗାରାମ ଅହିର୍ ବୁଧବାର ଦିନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଲୋକସେବା ଭବନ ଠାରେ ସେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ସହିତସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା