
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଶହୀଦ ଜୟୀ
ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ
ସଂଗ୍ରାମୀ ତଥା ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ
ଶ୍ରଦ୍ଧାଞ୍ଜଳି । ତାଙ୍କର ବୀରତ୍ୱ, ବଳିଦାନ ଓ ଦେଶପ୍ରେମ ଆମ ପାଇଁ ଚିର ପ୍ରେରଣା ହୋଇରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା