ଓଡ଼ିଆ ଶହୀଦ ବିପ୍ଳବୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଓଡ଼ିଆ ଶହୀଦ ବିପ୍ଳବୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ
ଓଡ଼ିଆ ଶହୀଦ ବିପ୍ଳବୀ ଜୟୀ     ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଓଡ଼ିଆ ଶହୀଦ

ବିପ୍ଳବୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ

ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱାଧୀନତା

ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ ବିପ୍ଳବୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି

ଜଣାଉଛି। ମାଟି ମା' ପାଇଁ ତାଙ୍କ ନିର୍ଭୀକ ସଂଗ୍ରାମୀ ଜୀବନ, ଅମାପ ଦେଶପ୍ରେମ ତାଙ୍କୁ ସର୍ବଦା ପ୍ରେରଣାର ଉତ୍ସ କରି ରଖିଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande