ଏସଆରସି ଅଫିସରେ ରାଜସ୍ୱ ମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଏସଆରସି ଅଫିସରେ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । କ୍ଷୟକ୍ଷତିର ରିପୋର୍ଟ ସମ୍ପର୍କରେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶାରେ ବାତ୍ୟାର ବିଶେଷ ପ୍ରଭାବ ପଡ଼ିନଥିଲେ ବି କ
ଏସଆରସି ଅଫିସରେ ରାଜସ୍ୱ     ମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା


ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଏସଆରସି ଅଫିସରେ

ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । କ୍ଷୟକ୍ଷତିର

ରିପୋର୍ଟ ସମ୍ପର୍କରେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶାରେ ବାତ୍ୟାର ବିଶେଷ ପ୍ରଭାବ

ପଡ଼ିନଥିଲେ ବି କିଛି ଜିଲ୍ଲାରେ ଆଂଶିକ ପ୍ରଭାବ ପଡିଥିବା ସୂଚନା ମିଳିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande