ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ଜନ୍ମଦିନରେ ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ୱର, 3 ଅକ୍ଟୋବର (ହି.ସ.) କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ୍ ମିଡିଆ ଏକ୍ସ ମାଧ୍ୟମରେ ପ୍ରଧାନ ଲେଖିଛନ୍ତି “କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସହକର୍ମୀ, ମାନନୀୟ ଶ୍ରୀ ଗଜେ
ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ଜନ୍ମଦିନରେ ଜଣାଇଲେ ଶୁଭେଚ୍ଛା


ଭୁବନେଶ୍ୱର, 3 ଅକ୍ଟୋବର (ହି.ସ.) କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ୍ ମିଡିଆ ଏକ୍ସ ମାଧ୍ୟମରେ ପ୍ରଧାନ ଲେଖିଛନ୍ତି “କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସହକର୍ମୀ, ମାନନୀୟ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଆଦରଣୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆପଣ ଦେଶର ସାଂସ୍କୃତିକ ଧରୋହରକୁ ସୁରକ୍ଷିତ କରି, ସମୃଦ୍ଧ ଭାରତ ଗଢ଼ିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଆସୁଛନ୍ତି। ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି । ”

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande