ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 3 ଅକ୍ଟୋବର (ହି.ସ.) - ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ତାଙ୍କ ଜନ୍ମଦିନରେ ହା
ଗଜେନ୍ଦ୍ର ସିଂ     ଶେଖାୱତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 3 ଅକ୍ଟୋବର (ହି.ସ.)

- ଗଜେନ୍ଦ୍ର

ସିଂ ଶେଖାୱତଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ

ଶେଖାୱତଙ୍କୁ ତାଙ୍କ ଜନ୍ମଦିନରେ ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଉତମ ସ୍ୱାସ୍ଥ୍ୟ,

ସୁଖ ସମୃଦ୍ଧି ଓ ନିରନ୍ତର ସଫଳତା ପ୍ରଦାନ କରନ୍ତୁ । ଆପଣଙ୍କ ନେତୃତ୍ୱରେ ଭାରତର ସାଂସ୍କୃତିକ

ଐତିହ୍ୟ ଓ ପର୍ଯ୍ୟଟନ କ୍ଷେତ୍ର ବିଶ୍ୱ ମାନଚିତ୍ରରେ ଆହୁରି ଚମକୁ ଏହାହିଁ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande