ସ୍ୱାମୀ ଦୟାନନ୍ଦ ସରସ୍ବତୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.) - ସ୍ୱାମୀ ଦୟାନନ୍ଦ ସରସ୍ବତୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆର୍ଯ୍ୟ ସମାଜର ସଂସ୍ଥାପକ ତଥା
ସ୍ୱାମୀ ଦୟାନନ୍ଦ     ସରସ୍ବତୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)

- ସ୍ୱାମୀ

ଦୟାନନ୍ଦ ସରସ୍ବତୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ଆର୍ଯ୍ୟ ସମାଜର ସଂସ୍ଥାପକ ତଥା ସମାଜ ସଂସ୍କାରକ ସ୍ୱାମୀ ଦୟାନନ୍ଦ ସରସ୍ବତୀଙ୍କ ଶ୍ରାଦ୍ଧ

ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande