ପୁରୀ ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶଙ୍କର ପରିଡ଼ାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୁରୀ ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶଙ୍କର ପରିଡ଼ାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର କାର୍ଯ୍ୟକର୍ତ୍ତା, ପୁରୀ ଜ
ପୁରୀ ଜିଲ୍ଲାର ପୂର୍ବତନ     ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶଙ୍କର ପରିଡ଼ାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୁରୀ ଜିଲ୍ଲାର

ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶଙ୍କର ପରିଡ଼ାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ

ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର

କାର୍ଯ୍ୟକର୍ତ୍ତା, ପୁରୀ ଜିଲ୍ଲାର

ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ତଥା ସାହିତ୍ୟିକ ଶଙ୍କର ପରିଡ଼ାଙ୍କ ବିୟୋଗ ଖବର ଶୁଣି ମୁଁ

ଦୁଃଖିତ ଓ ମର୍ମାହତ । ସେ ଜଣେ ସ୍ନେହୀ ଓ ମେଳାପି ସ୍ୱଭାବର ବ୍ୟକ୍ତି ଥିଲେ । ସମାଜ ସେବା,

ସାହିତ୍ୟ ଏବଂ ଆମ ଦଳର ସଂଗଠନକୁ ସୁଦୃଢ଼ କରିବା ଦିଗରେ

ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇରହିବ ।

ଅମର ଆତ୍ମାର ସଦଗତି କାମନା

କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande