ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ
ବଲାଙ୍ଗିର, 31 ଅକ୍ଟୋବର (ହି.ସ.) ଆଜି ବଲାଙ୍ଗିର ସଦରମହକୁମା ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ କରାଯାଇଅଛି । ଏହି ଅବସରରେ ବଲାଙ୍ଗିରରେ ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱ
ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ


ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ


ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ


ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ


ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ


ବଲାଙ୍ଗିର, 31 ଅକ୍ଟୋବର (ହି.ସ.) ଆଜି ବଲାଙ୍ଗିର ସଦରମହକୁମା ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ କରାଯାଇଅଛି । ଏହି ଅବସରରେ ବଲାଙ୍ଗିରରେ ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାର ଓ ଅତିରିକ୍ତ ଜିଲ୍ଲାପାଳ ଡଃ. ବିଜୟାନନ୍ଦ ସେଠି ଯୋଗଦାନ କରିଥିଲେ । ଜିଲ୍ଲାପାଳ, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଫୋଟଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଵଳନ କରିଥିଲେ, ଏଥି ସହିତ ରନ୍‌ ଫର୍‌ ୟୁନିଟି ଦୌଡ଼ କାର୍ଯ୍ୟକ୍ରମକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ଏକତା ଦୌଡ଼ରେ ସାମିଲ ହୋଇଥିଲେ । ଏହି ଏକତା ଦୌଡ଼, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ମହିଳା ମହାବିଦ୍ୟାଳୟ ପର୍ଯ୍ୟନ୍ତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ବ୍ୟକ୍ତିବିଶେଷ, ଅଧିକାରୀ, କର୍ମଚାରୀ, ଖେଳ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ, ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ଏକତା ଦିବସ ପାଳନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ ଅନୁଷ୍ଠିତ ହୋଇଥିଲା । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ପବିତ୍ର ବେହେରା ଏବଂ ଡଃ. ବିଜୟାନନ୍ଦ ସେଠି ଉପସ୍ଥିତ ରହି ଅଧିକାରୀ ଓ କର୍ମଚାରୀଙ୍କୁ ଏକତା ଦିବସ ଶପଥ ପାଠ ଦେଇଥିଲ

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande