ସୁବର୍ଣ୍ଣପୁର ଜିଲ୍ଲାରେ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକତାର ଶପଥ ପାଠ ଅନୁଷ୍ଠିତ
ସୁବର୍ଣ୍ଣପୁର, 31 ଅକ୍ଟୋବର (ହି.ସ.)ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ଦ୍ଵାରା ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନ
ସୁବର୍ଣ୍ଣପୁର ଜିଲ୍ଲାରେ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକତାର ଶପଥ ପାଠ ଅନୁଷ୍ଠିତ।


ସୁବର୍ଣ୍ଣପୁର ଜିଲ୍ଲାରେ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକତାର ଶପଥ ପାଠ ଅନୁଷ୍ଠିତ।


ସୁବର୍ଣ୍ଣପୁର, 31 ଅକ୍ଟୋବର (ହି.ସ.)ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଓ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ଦ୍ଵାରା ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଆଜି ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ଏକତାର ଶପଥ ପାଠ କରାଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande