ଚିରାଗ ପାସୱାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ଚିରାଗ ପାସୱାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ ମନ୍ତ୍ରୀ ଏବଂ ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ରାଷ
ଚିରାଗ ପାସୱାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ଚିରାଗ ପାସୱାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, କେନ୍ଦ୍ରୀୟ ମନ୍ତ୍ରୀ ଏବଂ ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ରାଷ୍ଟ୍ରୀୟ

ଅଧ୍ୟକ୍ଷ ଶ୍ରୀ ଚିରାଗ ପାସୱାନ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଖାଦ୍ୟ ପ୍ରସ୍ତୁତି

ଶିଳ୍ପ କ୍ଷେତ୍ରରେ ଆପଣଙ୍କ ପ୍ରୟାସ କୃଷକମାନଙ୍କ ଆୟ ବୃଦ୍ଧି ଏବଂ ଗ୍ରାମୀଣ ଅର୍ଥନୀତିର

ସଶକ୍ତିକରଣକୁ ଗତି ଦେଉଛି। ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ

ଓ ଦୀର୍ଘାୟୁ ଜୀବନ ହେଉ ଏହି କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande