
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ପବିତ୍ର ଅଁଳା
ନବମୀ ଓ ରାଧାପାଦ ଦର୍ଶନ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଅଁଳା ନବମୀ ଓ ରାଧାପାଦ
ଦର୍ଶନ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ମା'ଙ୍କ କୃପାରୁ
ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା