ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ)- ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ଅବସରର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଶୁକ୍ରବାର ରାଷ୍ଟ୍ରୀୟ ଏକତା ଦିବସ ପାଳନ କରିଛି। ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ


ଭୁବନେଶ୍ୱର, ୩୧ ଅକ୍ଟୋବର (ହି.ସ)- ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ଅବସରର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଶୁକ୍ରବାର ରାଷ୍ଟ୍ରୀୟ ଏକତା ଦିବସ ପାଳନ କରିଛି। ବିଭାଗର ଅଧିକାରୀ ଏବଂ କର୍ମଚାରୀମାନେ ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇ ଜାତୀୟ ଏକତା ଶପଥ ଗ୍ରହଣ କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande