ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ତିରୋଧାନ ଦିବସରେ ରାଜ୍ୟପାଳଙ୍କ ଶ୍ରଦ୍ଧାଂଜଳି
ଭୁବନେଶ୍ୱର , ୦୪ ଅକ୍ଟୋବର (ହି.ସ.) - ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ତିରୋଧାନ ଦିବସରେ ରାଜ୍ୟପାଳ ଡଃ. ହରି ବାବୁ କମ୍ଭମପାଟି ଶ୍ରଦ୍ଧାଂଜଳି ଜଣାଇଛନ୍ତି। ରାଜ୍ୟପାଳ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତ
ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ତିରୋଧାନ ଦିବସରେ ରାଜ୍ୟପାଳଙ୍କ ଶ୍ରଦ୍ଧାଂଜଳି


ଭୁବନେଶ୍ୱର , ୦୪ ଅକ୍ଟୋବର (ହି.ସ.) - ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ତିରୋଧାନ ଦିବସରେ ରାଜ୍ୟପାଳ ଡଃ. ହରି ବାବୁ କମ୍ଭମପାଟି ଶ୍ରଦ୍ଧାଂଜଳି ଜଣାଇଛନ୍ତି।

ରାଜ୍ୟପାଳ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟ ଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି। ସ୍ୱାଧୀନତା ପରବର୍ତୀ ଓଡ଼ିଶାର ରାଜନୀତିରେ ତାଙ୍କର ଦୂରଦର୍ଶୀ ଓ ନିଷ୍ଠାପର ସେବା ମନୋଭାବ ଆଜିର ପୀଢ଼ି ପାଇଁ ଉଦାହରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande