ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସରଳା ଦେବୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 4 ଅକ୍ଟୋବର (ହି.ସ.)- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସରଳା ଦେବୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ସରଳା ଦେବୀଙ୍କ ପୁଣ
ବିଶିଷ୍ଟ ସ୍ୱାଧୀନତା     ସଂଗ୍ରାମୀ ସରଳା ଦେବୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 4 ଅକ୍ଟୋବର (ହି.ସ.)- ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ସରଳା ଦେବୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ସରଳା ଦେବୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି। ମହିଳା

ସଶକ୍ତିକରଣ ଠାରୁ ଆରମ୍ଭ କରି ଭାଷା ସାହିତ୍ୟକୁ ସମୃଦ୍ଧ କରିବା କ୍ଷେତ୍ରରେ ତାଙ୍କର ଅବଦାନ

ଅତୁଳନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande