ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ନବୀନଙ୍କ ଶୋକ
ଭୁବନେଶ୍ୱର, 4 ଅକ୍ଟୋବର (ହି.ସ.)- ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ଦେହାନ୍ତ ବି
ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ନବୀନଙ୍କ ଶୋକ


ଭୁବନେଶ୍ୱର, 4 ଅକ୍ଟୋବର (ହି.ସ.)- ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ବିୟୋଗରେ ଶୋକ ପ୍ରକାଶ

କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ଦେହାନ୍ତ ବିଷୟରେ

ଜାଣି ମୁଁ ଦୁଃଖିତ। ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ।

ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି

କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande