ବୁଡି ଯାଉଥିବା ତଳିଆ ରୋଡ଼ ଗୁଡ଼ିକୁ ଠାବ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, 4 ଅକ୍ଟୋବର (ହି.ସ.) - ବର୍ଷା ଯୋଗୁଁ ବୁଡି ଯାଉଥିବା ତଳିଆ ରୋଡ଼ ଗୁଡ଼ିକୁ ଠାବ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେମିତି ବର୍ଷା ଯୋଗୁଁ ରାସ୍ତା ବୁଡି ଯୋଗାଯୋଗ ବିଚ୍ଛିନ୍ନ ହେବ ନାହିଁ । ମାଲକାନଗିରି ଅଞ୍ଚଳରେ ଅଧିକ ତଳିଆ ରୋଡ଼ ଥିବାରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେ
ବୁଡି ଯାଉଥିବା ତଳିଆ ରୋଡ଼ ଗୁଡ଼ିକୁ ଠାବ କରିବାକୁ ନିର୍ଦ୍ଦେଶ


ଭୁବନେଶ୍ୱର, 4 ଅକ୍ଟୋବର (ହି.ସ.)

- ବର୍ଷା ଯୋଗୁଁ ବୁଡି ଯାଉଥିବା ତଳିଆ ରୋଡ଼ ଗୁଡ଼ିକୁ ଠାବ କରିବାକୁ ନିର୍ଦ୍ଦେଶ

ଦିଆଯାଇଛି । ଯେମିତି ବର୍ଷା ଯୋଗୁଁ ରାସ୍ତା ବୁଡି ଯୋଗାଯୋଗ ବିଚ୍ଛିନ୍ନ ହେବ ନାହିଁ ।

ମାଲକାନଗିରି ଅଞ୍ଚଳରେ ଅଧିକ ତଳିଆ ରୋଡ଼ ଥିବାରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସେଥିପାଇଁ ତଳିଆ ରୋଡ଼ ଗୁଡ଼ିକୁ ଉଚ୍ଚ କରାଯିବ ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ

ପୂଜାରୀ ସୂଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande