ଭୁବନେଶ୍ୱର, 05
ଅକ୍ଟୋବର (ହି.ସ.)
କ୍ଷେତ୍ର ପରିଦର୍ଶନରେ ଯାଇ ଆଜି ୱାର୍ଡ ନମ୍ବର 24 ର ବିଭିନ୍ନ ଅଞ୍ଚଳ ବୁଲି ଦେଖିଛନ୍ତି କମିଶନର ଶ୍ରୀ ଚଞ୍ଚଳ ରାଣା।
ଏହି ଅବସରରେ ସେ ପରିମଳ ସେବା, ବର୍ଜ୍ୟ ସଂଗ୍ରହ ବ୍ୟାଗ୍ ର ବ୍ୟବହାର, ସଫେଇ ଗାଡିର ନିୟମିତତା ସାଙ୍ଗକୁ ଜବରଦଖଲ ଏବଂ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ସମୀକ୍ଷା ଓ ଆବଶ୍ୟକତା ବାବଦରେ ମଧ୍ୟ ଆଲୋଚନା କରିଛନ୍ତି l
ପରିଦର୍ଶନରେ ଡେପୁଟି କମିଶନର,
ସ୍ଥାନୀୟ କର୍ପୋରେଟର ଏବଂ ସ୍ଥାନୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ l
---------------
ହିନ୍ଦୁସ୍ଥାନ ସମାଚାର / ରଶ୍ମିତା