ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 05 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ମାତ୍ର ୧୨ବର୍ଷ ବୟସରେ ଦେଶପାଇଁ ପ୍ରାଣବଳି ଦେଇ ଇତିହାସ ସୃଷ୍ଟି କରିଥିବା ଶହୀଦ ବୀର ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଭକ୍
ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 05 ଅକ୍ଟୋବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ମାତ୍ର ୧୨ବର୍ଷ ବୟସରେ ଦେଶପାଇଁ ପ୍ରାଣବଳି ଦେଇ ଇତିହାସ ସୃଷ୍ଟି କରିଥିବା ଶହୀଦ ବୀର ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଭକ୍ତିପୂତ ପ୍ରଣାମ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande