ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 05 ଅକ୍ଟୋବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତର କନିଷ୍ଠତମ ଶହୀଦ ତଥା ଓଡ଼ିଶାର ବୀର ସ୍ଵାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ଶ୍ରଦ
ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 05 ଅକ୍ଟୋବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶହୀଦ ବାଜି ରାଉତଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତର କନିଷ୍ଠତମ ଶହୀଦ ତଥା ଓଡ଼ିଶାର ବୀର ସ୍ଵାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande