ପ୍ରାଣନାଥ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 05 ଅକ୍ଟୋବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାଣନାଥ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ଓଡ଼ିଶାରେ ସାମ୍ୟବାଦୀ ଆନ୍ଦୋଳନର କର୍ଣ୍ଣଧାର ତଥା ସ୍ବାଧୀନତା ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକଙ୍କ ଶ୍ରା
ପ୍ରାଣନାଥ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 05 ଅକ୍ଟୋବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାଣନାଥ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି,ଓଡ଼ିଶାରେ ସାମ୍ୟବାଦୀ ଆନ୍ଦୋଳନର କର୍ଣ୍ଣଧାର ତଥା ସ୍ବାଧୀନତା ସଂଗ୍ରାମୀ ପ୍ରାଣନାଥ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande