ନାବାଳିକାକୁ ଅପହରଣ ଅଭିଯୋଗ
ଜୟପୁର, ୫ ଅକ୍ଟୋବର (ହି.ସ.)ନାବାଳିକାକୁ ଅପହରଣ ହୋଇଥିବା ନେଇ ଜୟପୁର ସଦର ଥାନାରେ ଅଭିଯୋଗ ହୋଇଛି । ଜୟପୁର ସଦର ଥାନା ଅନ୍ତର୍ଗତ କୁମୁଲିପୁଟରେ ସମସ୍ତେ ଶୋଇଥିବା ବେଳେ ନାବାଳିକାକୁ ଅପହରଣ ହୋଇଥିବା ନେଇ ଜୟପୁର ସଦର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୋଲିସ ୨୮୭/୨୫ ମାମଲା ରୁଜୁ କରି
ନାବାଳିକାକୁ ଅପହରଣ ଅଭିଯୋଗ


ଜୟପୁର, ୫ ଅକ୍ଟୋବର (ହି.ସ.)ନାବାଳିକାକୁ ଅପହରଣ ହୋଇଥିବା ନେଇ ଜୟପୁର ସଦର ଥାନାରେ ଅଭିଯୋଗ ହୋଇଛି । ଜୟପୁର ସଦର ଥାନା ଅନ୍ତର୍ଗତ କୁମୁଲିପୁଟରେ ସମସ୍ତେ ଶୋଇଥିବା ବେଳେ ନାବାଳିକାକୁ ଅପହରଣ ହୋଇଥିବା ନେଇ ଜୟପୁର ସଦର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୋଲିସ ୨୮୭/୨୫ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥବା ବିଷୟ ଜୟପୁର ସଦର ଥାନା ଅଧିକାରି ସଚିନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande