କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, 6 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଜି
କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ନୂଆଦିଲ୍ଲୀ, 6 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, କେନ୍ଦ୍ର କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଜିତନ ରାମ

ମାଝୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ପ୍ରଧାନମନ୍ତ୍ରୀଙ୍କ

ନେତୃତ୍ୱରେ ଆପଣ ଏମଏସଏମଇ କ୍ଷେତ୍ରରେ ନବାଚାର ଓ ଉଦ୍ୟମିତାକୁ ପ୍ରୋତ୍ସାହିତ କରି ରୋଜଗାରର

ନୂଆ ସୁଯୋଗ ସୃଷ୍ଟି କରିଛନ୍ତି । ଯାହା ଦେଶର ବିକାଶ ଯାତ୍ରାରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ

ଦେଉଛି । ଈଶ୍ୱରଙ୍କ ନିକଟରେ ଆପଣଙ୍କ ଉତମ ସ୍ୱାସ୍ଥ୍ୟ ଓ ସୁଦୀର୍ଘ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande