ଭୁବନେଶ୍ୱର, 6 ଅକ୍ଟୋବର (ହି.ସ.)- ପବିତ୍ର ଗଜଲକ୍ଷ୍ମୀ ପୂଜାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ
ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି
ଯେ, ପବିତ୍ର ଗଜଲକ୍ଷ୍ମୀ ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ
ଜଣାଉଛି। ମା' ଲକ୍ଷ୍ମୀଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ,
ସମୃଦ୍ଧିରେ
ପରିପୂର୍ଣ୍ଣ ହେଉ ଏତିକି କାମନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା