କୁମାର ପୂର୍ଣ୍ଣିମା ଏବଂ ଗଜଲକ୍ଷ୍ମୀ ପୂଜାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 6 ଅକ୍ଟୋବର (ହି.ସ.)- କୁମାର ପୂର୍ଣ୍ଣିମା ଏବଂ ଗଜଲକ୍ଷ୍ମୀ ପୂଜାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, କୁମାର ପୂର୍ଣ୍ଣିମା ଏବଂ ଗଜଲକ୍ଷ୍ମୀ ପୂଜାର ହାର୍ଦ୍ଦିକ ଶୁଭେଚ୍ଛା। ମା'' ଲ
କୁମାର ପୂର୍ଣ୍ଣିମା ଏବଂ ଗଜଲକ୍ଷ୍ମୀ ପୂଜାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 6 ଅକ୍ଟୋବର (ହି.ସ.)- କୁମାର ପୂର୍ଣ୍ଣିମା ଏବଂ ଗଜଲକ୍ଷ୍ମୀ ପୂଜାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ

ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, କୁମାର

ପୂର୍ଣ୍ଣିମା ଏବଂ ଗଜଲକ୍ଷ୍ମୀ ପୂଜାର ହାର୍ଦ୍ଦିକ ଶୁଭେଚ୍ଛା। ମା'

ଲକ୍ଷ୍ମୀଙ୍କ

ଆଶୀର୍ବାଦରୁ ସଭିଙ୍କ ଜୀବନ ମଙ୍ଗଳମୟ ହେଉ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande