ଭୁବନେଶ୍ୱର, 8 ଅକ୍ଟୋବର (ହି.ସ.)- ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହୁଛନ୍ତି
ଯେ, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ।
ମହାପ୍ରଭୁଙ୍କ ନିକଟରେ ଆପଣଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା