ନିଳାଗୁଡାରେ ଅବକାରି ଚଢଉ
ଜୟପୁର, ୯ ଅକ୍ଟୋବର (ହି.ସ.)- ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ଅପରାହ୍ନ ୨ଟାରେ ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟିବା ସହ ୧୨ଶହ ଲିଟର ପୋ
ନିଳାଗୁଡାରେ ଅବକାରି ଚଢାଉ


ଜୟପୁର, ୯ ଅକ୍ଟୋବର (ହି.ସ.)- ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ଅପରାହ୍ନ ୨ଟାରେ ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟିବା ସହ ୧୨ଶହ ଲିଟର ପୋଚ ଓ ୧୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande