ବଲାଙ୍ଗିର, ୯ ଅକ୍ଟୋବର (ହି.ସ.)- ସରସ୍ବତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡା ଶିଶୁବାଟିକା ବିଭାଗରେ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବରେ ଜଗମୋହନ ତ୍ରିପାଠୀ ଯୋଗଦାନ କରି ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ଉକ୍ତ ଦିନର ମହତ୍ୱ ବିଷୟରେ ଆଲୋକପ।ତ କରିଥିଲେ। ଶିଶୁବାଟିକା ପ୍ରମୁଖ ଶ୍ରୀମତୀ ବିଦ୍ୟୁତ ରେଖା କର ଅତିଥିଙ୍କ ପରିଚୟ ପ୍ରଦାନ କରିବ। ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଅନେକ ଶିଶୁ ଭାଇ ଭଉଣୀ ଅଭିଭାଷଣ ପ୍ରଦାନ କରିଥିଲେ। ସମସ୍ତ ଗୁରୁଜୀ ଗୁରୁମା ସେବକ ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହିତ ସମ।ପନ ହୋଇଥିଲା।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ