ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 9 ଅକ୍ଟୋବର (ହି.ସ.) - ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ, ବିଶିଷ୍ଟ ସମ
ଉତ୍କଳମଣି ପଣ୍ଡିତ     ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 9 ଅକ୍ଟୋବର (ହି.ସ.)

- ଉତ୍କଳମଣି

ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ

ସ୍ଵାଧୀନତା ସଂଗ୍ରାମୀ, ବିଶିଷ୍ଟ ସମାଜସେବୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଜଣାଉଛି। ସମାଜ କଲ୍ୟାଣ ପାଇଁ ତାଙ୍କର ଅବଦାନ ସହ ତାଙ୍କର ପ୍ରଭା ଏବଂ ଆଭା

ସମଗ୍ର ବିଶ୍ୱକୁ ଆଜି ମଧ୍ୟ ଜନସେବା ପାଇଁ ମାର୍ଗଦର୍ଶନ କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande