ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ନମନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 9 ଅକ୍ଟୋବର (ହି.ସ.)- ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ନମନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ଜାତି ପ୍ରାଣ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧା
ଉତ୍କଳମଣି ପଣ୍ଡିତ     ଗୋପବନ୍ଧୁ ଦାସଙ୍କୁ ନମନ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 9 ଅକ୍ଟୋବର (ହି.ସ.)- ଉତ୍କଳମଣି

ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ନମନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ଜାତି ପ୍ରାଣ ଉତ୍କଳମଣି ପଣ୍ଡିତ

ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଲୋକଙ୍କ ସେବାରେ ସେ ନିଜ ଜୀବନକୁ

ଉତ୍ସର୍ଗ କରିଥିଲେ। ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବା ସହ ଲୋକଙ୍କ ଉନ୍ନତିରେ ତାଙ୍କ

ତ୍ୟାଗପୂତ ଜୀବନ ସର୍ବଦା ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande