ଉତ୍କଳ ସମ୍ମିଳନୀ ପକ୍ଷରୁ ଗୋପବନ୍ଧୁ ଛକ ନିକଟରେ ଥିବା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ
ଭୁବନେଶ୍ୱର, 9 ଅକ୍ଟୋବର (ହି.ସ.)- ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମଜୟନ୍ତୀ। ଏହି ଅବସରରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଭୁବନେଶ୍ୱର ଗୋପବନ୍ଧୁ ଛକ ନିକଟରେ ଥିବା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଛି। ଉତ୍କଳ ସମ୍ମିଳନୀର ବହୁ ସଂଖ୍
ଉତ୍କଳ ସମ୍ମିଳନୀ ପକ୍ଷରୁ ଗୋପବନ୍ଧୁ     ଛକ ନିକଟରେ ଥିବା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ


ଭୁବନେଶ୍ୱର, 9 ଅକ୍ଟୋବର (ହି.ସ.)- ଆଜି

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମଜୟନ୍ତୀ। ଏହି ଅବସରରେ ଉତ୍କଳ ସମ୍ମିଳନୀ ପକ୍ଷରୁ ଭୁବନେଶ୍ୱର

ଗୋପବନ୍ଧୁ ଛକ ନିକଟରେ ଥିବା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ

କରାଯାଇଛି। ଉତ୍କଳ ସମ୍ମିଳନୀର ବହୁ ସଂଖ୍ୟାରେ କର୍ମକର୍ତ୍ତା ଉପସ୍ଥିତ ରହି ଗୋପବନ୍ଧୁଙ୍କ

ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି। ସେହିପରି ବିଭିନ୍ନ ସଂଗଠନ ପକ୍ଷରୁ ମଧ୍ୟ

ପୁଷ୍ପ ମାଲ୍ୟାର୍ପଣ କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande