ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଘଟଣାରେ ଦୁଃଖ ପ୍ରକାଶ କେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୧ ନଭେମ୍ବର (ହି.ସ)- ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଯୋଗୁଁ ଏକାଧିକ ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଶ୍ରୀକାକୁଲମର କାସିବୁ
ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଘଟଣାରେ ଦୁଃଖ ପ୍ରକାଶ କେଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୦୧ ନଭେମ୍ବର (ହି.ସ)- ଶ୍ରୀକାକୁଲମ ମନ୍ଦିରରେ ଦଳାଚକଟା ଯୋଗୁଁ ଏକାଧିକ ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଶ୍ରୀକାକୁଲମର କାସିବୁଗାରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ହୋଇଥିବା ଦୁଃଖଦ ଦଳାଚକଟା ଯୋଗୁଁ ମୁଁ ଗଭୀର ଭାବରେ ମର୍ମାହତ ଏବଂ ଦୁଃଖିତ। ଶୋକସନ୍ତପ୍ତ ପରିବାର ସହିତ ମୋର ପ୍ରାର୍ଥନା ରହିଛି ଏବଂ ମୁଁ ସମସ୍ତ ପ୍ରଭାବିତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande