ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର, ୦୧ ନଭେମ୍ବର (ହି.ସ)- ଆସନ୍ତା ୩ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପ
ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି


ଭୁବନେଶ୍ୱର, ୦୧ ନଭେମ୍ବର (ହି.ସ)- ଆସନ୍ତା ୩ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande