ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୧୫ ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର, 1 ନଭେମ୍ବର (ହି.ସ.)- ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୧୫ ତମ ପ୍ରତିଷ୍ଠା ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟର ଆୟୋଜିତ ହେଉଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆ
ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୧୫ ତମ     ପ୍ରତିଷ୍ଠା ଦିବସ ପାଳିତ


ଭୁବନେଶ୍ୱର, 1 ନଭେମ୍ବର (ହି.ସ.)- ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା

ଆୟୋଗର ୧୫ ତମ ପ୍ରତିଷ୍ଠା ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟର ଆୟୋଜିତ ହେଉଛି ସ୍ୱତନ୍ତ୍ର

କାର୍ଯ୍ୟକ୍ରମ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶିଶୁ ସୁରକ୍ଷା ଆୟୋଗ ଅଧକ୍ଷା ବବିତା ପାତ୍ର ଓ ଶିଶୁ

ସୁରକ୍ଷା ଆୟୋଗର ସମସ୍ତ ସଦସ୍ୟ ଉପସ୍ଥିତ ରହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande