
ଭୁବନେଶ୍ୱର, 10 ନଭେମ୍ବର (ହି.ସ.)
- ପ୍ରତାପ
ଷଡଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବାଲେଶ୍ଵର ଲୋକସଭାର ମାନ୍ୟବର ସାଂସଦ ତଥା
ପୂର୍ବତନ କେନ୍ଦ୍ରମନ୍ତ୍ରୀ, ବିଜେପିର ବରିଷ୍ଠ
ନେତା ଶ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ଜନ୍ମ ଦିବସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ
ଅଭିନନ୍ଦନ ଜଣାଉଛି । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ
ଦୀର୍ଘାୟୁ ଜୀବନ ନିମନ୍ତେ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା