ମାଣ୍ଡିଆ ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ମାଣ୍ଡିଆ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ''ମାଣ୍ଡିଆ'' ଆମ ଓଡ଼ିଶାର ଗର୍ବ । ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଏ
ମାଣ୍ଡିଆ ଦିବସର ଶୁଭେଚ୍ଛା     ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 10 ନଭେମ୍ବର (ହି.ସ.)- ମାଣ୍ଡିଆ ଦିବସର

ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, 'ମାଣ୍ଡିଆ' ଆମ ଓଡ଼ିଶାର ଗର୍ବ ।

ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି

ଯେ, ଏହି ପାରମ୍ପରିକ ଖାଦ୍ୟରେ ରହିଥିବା ପୁଷ୍ଟିତତ୍ତ୍ଵର କୌଣସି ତୁଳନା ନାହିଁ। ଆସନ୍ତୁ ନିଜର ସ୍ୱାସ୍ଥ୍ୟକୁ ଗୁରୁତ୍ଵ ଦେଇ ମାଣ୍ଡିଆକୁ ଆମର ଦୈନନ୍ଦିନ ଖାଦ୍ୟପେୟରେ

ସାମିଲ କରିବା ସହ ଏହାର ବ୍ୟବହାର ପାଇଁ ଅନ୍ୟମାନଙ୍କୁ ପ୍ରେରିତ କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande