
ଭୁବନେଶ୍ୱର, 12 ନଭେମ୍ବର (ହି.ସ.)- ପ୍ରଥମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ
ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଆ
ସଂସ୍କୃତିର ଅନନ୍ୟ ପର୍ବ ପ୍ରଥମାଷ୍ଟମୀ ଅବସରରେ
ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ
ସୁଖ ଓ ସମୃଦ୍ଧିରେ ଭରିଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା