
ଭୁବନେଶ୍ୱର, 12 ନଭେମ୍ବର (ହି.ସ.)- ପବିତ୍ର ପ୍ରଥମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ପବିତ୍ର ପ୍ରଥମାଷ୍ଟମୀ ବା ପୋଢୁଆଁ ଅଷ୍ଟମୀ ଅବସରରେ ଆପଣମାନଙ୍କୁ ଶୁଭେଚ୍ଛା ଓ ଶୁଭକାମନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା