ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ, ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ
ଭୁବନେଶ୍ୱର, ୧୩ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ । ସେହିପରି ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି
ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ, ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ


ଭୁବନେଶ୍ୱର, ୧୩ ନଭେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିପାରେ । ସେହିପରି ଆଗାମୀ ୭ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande