ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ
ଭୁବନେଶ୍ୱର,୧୩ ନଭେମ୍ବର (ହି.ସ)- ଭୁବନେଶ୍ୱର ଏଜି ଛକରୁ ଟ୍ରାଫିକ ପୋଷ୍ଟ ହଟାଯିବ। ଏଜି ଛକରେ ୨ ଥାକିଆ ରାସ୍ତା ତିଆରି ହେବ। ମାଟି ତଳେ ଓ ମାଟି ଉପରେ ୨ ଥାକିଆ ରାସ୍ତା ନିର୍ମାଣ ହେବ। ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦୂର ପାଇଁ ଅଧିକ ରାସ୍ତା ନିର୍ମାଣ ହେବାକୁ ଯୋଜନା କରାଯାଇଛି। ୨୦ଟି ନୂଆ ରାସ୍ତା
ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ


ଭୁବନେଶ୍ୱର,୧୩ ନଭେମ୍ବର (ହି.ସ)- ଭୁବନେଶ୍ୱର ଏଜି ଛକରୁ ଟ୍ରାଫିକ ପୋଷ୍ଟ ହଟାଯିବ। ଏଜି ଛକରେ ୨ ଥାକିଆ ରାସ୍ତା ତିଆରି ହେବ। ମାଟି ତଳେ ଓ ମାଟି ଉପରେ ୨ ଥାକିଆ ରାସ୍ତା ନିର୍ମାଣ ହେବ। ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦୂର ପାଇଁ ଅଧିକ ରାସ୍ତା ନିର୍ମାଣ ହେବାକୁ ଯୋଜନା କରାଯାଇଛି। ୨୦ଟି ନୂଆ ରାସ୍ତା ନିର୍ମାଣ ପାଇଁ ପୂର୍ତ ବିଭାଗ ଯୋଜନା କରିଛି ବୋଲି ପୂର୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande