ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ; ପରେ ୩ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ
ଭୁବନେଶ୍ୱର, ୧୩ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୩ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱି
ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ; ପରେ ୩ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ


ଭୁବନେଶ୍ୱର, ୧୩ ନଭେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୩ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande