
ଭୁବନେଶ୍ୱର, 13 ନଭେମ୍ବର (ହି.ସ.)- ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ କବି ତଥା ଔପନ୍ୟାସିକ 'ପ୍ରଣୟ କବି'
ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି
।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା