
ଭୁବନେଶ୍ୱର, 13 ନଭେମ୍ବର (ହି.ସ.)- ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ କବି ତଥା ଲେଖକ ମାୟାଧର ମାନସିଂହଙ୍କ ଜୟନ୍ତୀରେ ମୋର
ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରୁଥିବା ତାଙ୍କ କାଳଜୟୀ ରଚନା
ପାଇଁ ସେ ଚିର ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା