ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି, ସନ୍ଧ୍ୟା 6ଟାରୁ ବନ୍ଦ ରହିବ ସାଧାରଣ ଦର୍ଶନ
ଭୁବନେଶ୍ୱର, 13 ନଭେମ୍ବର (ହି.ସ.)- ଆଜି ଗୁରୁବାର ମାର୍ଗଶିର କୃଷ୍ଣ ନବମୀ ତିଥି । ଏହି ଅବସରରେ ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟାଟାରୁ 6ଟାରୁ ରାତି 10ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ । ଏ
ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି, ସନ୍ଧ୍ୟା 6ଟାରୁ     ବନ୍ଦ ରହିବ ସାଧାରଣ ଦର୍ଶନ


ଭୁବନେଶ୍ୱର, 13 ନଭେମ୍ବର (ହି.ସ.)- ଆଜି ଗୁରୁବାର ମାର୍ଗଶିର କୃଷ୍ଣ ନବମୀ

ତିଥି । ଏହି ଅବସରରେ ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ଦ୍ୱିତୀୟ ଭୋଗ

ମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟାଟାରୁ 6ଟାରୁ ରାତି 10ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ

। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande