ସ୍ୱର୍ଗତ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜୟନ୍ତୀ ପାଳିତ
ଜୟପୁର, ୧୪ ନଭେମ୍ବର (ହି.ସ.)- ଜୟପୁର ସ୍ଥିତ ଜିଲା କଂଗ୍ରେସ ଭବନ ଠାରେ ଆଜି ସ୍ୱର୍ଗତ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜୟନ୍ତୀ ପାଳିତ ହୋଇଛି । ଜିଲା କଂଗ୍ରେସ କମିଟି ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନେହରୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଜୟନ୍ତୀ ପାଳନ କରାଯାଇଥିଲା । ଏଥିରେ ଜି
ସ୍ୱର୍ଗତ ପଣ୍ଡିତ ଜବାହାରଲାଲ ନେହୁରୁଙ୍କ ଜୟନ୍ତି ପାଳିତ


ଜୟପୁର, ୧୪ ନଭେମ୍ବର (ହି.ସ.)- ଜୟପୁର ସ୍ଥିତ ଜିଲା କଂଗ୍ରେସ ଭବନ ଠାରେ ଆଜି ସ୍ୱର୍ଗତ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜୟନ୍ତୀ ପାଳିତ ହୋଇଛି । ଜିଲା କଂଗ୍ରେସ କମିଟି ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନେହରୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଜୟନ୍ତୀ ପାଳନ କରାଯାଇଥିଲା ।

ଏଥିରେ ଜିଲା ସଭାପତି ରୁପକ ତୁରୁକ, ପୂର୍ବତନ ବିଧାୟକ ନିମାଇ ସରକାର, ମଦନ ମୋହନ ନାୟକ, ହସନ ମଦାନି, ବ୍ରଜ ନାଗ, ଦୁର୍ଗା ଶର୍ମା, ବସନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande