
ଭୁବନେଶ୍ୱର, 14 ନଭେମ୍ବର (ହି.ସ.)- ଶିଶୁ ଦିବସର ଶୁଭେଚ୍ଛା ଜଣାଇଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ଶିଶୁ ଦିବସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଶିଶୁମାନେ ଆମ ସମାଜର ଆଶା ଓ
ଆଗାମୀ ଭବିଷ୍ୟତ । ତାଙ୍କ ଶିକ୍ଷା, ସୁରକ୍ଷା ଓ
ସାମଗ୍ରିକ ଉନ୍ନତି ପାଇଁ ଆମ ସରକାର ନିରନ୍ତର ପ୍ରତିବଦ୍ଧ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା