ପଣ୍ଡିତ ନେହେରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପିଏମ ମୋଦି
ନୂଆଦିଲ୍ଲୀ, 14 ନଭେମ୍ବର (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଏକ୍ସ‌ରେ ଲେଖିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ
ପଣ୍ଡିତ ନେହେରୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି     ଜ୍ଞାପନ କଲେ ପିଏମ ମୋଦି


ନୂଆଦିଲ୍ଲୀ, 14 ନଭେମ୍ବର (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି

ସକାଳେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଜୟନ୍ତୀରେ ସ୍ମରଣ

କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଏକ୍ସ‌ରେ ଲେଖିଛନ୍ତି, “ପୂର୍ବତନ ପ୍ରଧାନମନ୍ତ୍ରୀ

ପଣ୍ଡିତ ଜବାହରଲାଲ ନେହେରୁଜୀଙ୍କୁ ତାଙ୍କ ଜୟନ୍ତୀର ଅବସରରେ ଶ୍ରଦ୍ଧାଞ୍ଜଳି।”

.....

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande