ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ, ଭଦ୍ରକ ଏବିଭିପି ପକ୍ଷରୁ ସ୍ୱାଭିମାନ ଶୋଭାଯାତ୍ରା
ଭଦ୍ରକ, ୧୫ ନେଭମ୍ବର (ହି.ସ.)- ମହାନ୍ ସ୍ୱାଧୀନତା ସଂଗ୍ରାମୀ, ଜନଜାତି ସମାଜର ଜନ ନାୟକ, ଭାରତର ଗର୍ବ ଓ ଗୌରବ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ତଥା ଜନଜାତି ଗୌରବ ଦିବସ ଅବସରେର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଭଦ୍ରକ ପକ୍ଷରୁ ଶତାଧିକ ଛାତ୍ର ଛାତ୍ରୀଙ୍କୁ ନେଇ ସ୍ୱାଭିମାନ ଶୋଭାଯାତ୍ର
SAMAJSEBI MUKHTAR AJAD DEHANTA


ଭଦ୍ରକ, ୧୫ ନେଭମ୍ବର (ହି.ସ.)- ମହାନ୍ ସ୍ୱାଧୀନତା ସଂଗ୍ରାମୀ, ଜନଜାତି ସମାଜର ଜନ ନାୟକ, ଭାରତର ଗର୍ବ ଓ ଗୌରବ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ତଥା ଜନଜାତି ଗୌରବ ଦିବସ ଅବସରେର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ, ଭଦ୍ରକ ପକ୍ଷରୁ ଶତାଧିକ ଛାତ୍ର ଛାତ୍ରୀଙ୍କୁ ନେଇ ସ୍ୱାଭିମାନ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରାଟି ଭଦ୍ରକ କେଲଜ ପରିସରରୁ ବାହାରି ଟାଉନ ହଲ ଛକେର ଶେଷ ହୋଇଥିଲା। ବିଦ୍ୟାର୍ଥୀ ମୋନ ଭାରତ ମାତା କୀ ଜୟ, ବେନ୍ଦ ମାତରଂ, ଭଗ୍ୱାନ ବିର୍ସା ମୁଣ୍ଡା ଅମର ରେହ, ଜନଜାତି ଗୌରବ ଦିବସ ଜିନ୍ଦାବାଦ ଆଦି ସ୍ଲୋଗାନ ଦେଇଥେôଲ। ଜିଲ୍ଲା ସେଂଯାଜକ ଓଁକାର ମହାନ୍ତିଙ୍କ ଉପସ୍ଥିତେିର ଛାତ୍ର ନେତା ଶୁଭମ୍ ପାଢ଼ୀ, ଏହାର ନେତୃତ୍ୱ ନେଇଥେôଲ। ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଉପଲେକ୍ଷ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଯଥା ପାଠ୍ୟ ଚକ୍ର, ରକ୍ତଦାନ, ବୃକ୍ଷ ରୋପଣ, ସ୍ୱଚ୍ଛ ଭାରତ ଅଭିଯାନ, ବସ୍ତି ଅଂଚଳର ଅୋଲାଚନା ଚକ୍ର, ତର୍କ ଓ କୁଇଜ୍ ପ୍ରତେିଯାଗିତା ଆଦି କରାଯିବ ବୋଲି ଜିଲ୍ଲା ସହ ପ୍ରମୁଖ ଜ୍ୟୋତି ପ୍ରକାଶ ସାହୁ ପ୍ରକାଶ କରିଛନ୍ତି।

ହିନ୍ଦୁସ୍ଥାନ ସମାଚାର / ପ୍େରମାଦ

-------------------

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande