ଜନନାୟକ ଭଗବାନ ବିର୍ସା ମୁଣ୍ଡାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- ଜନନାୟକ ଭଗବାନ ବିର୍ସା ମୁଣ୍ଡାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ, ଜନନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀରେ ବି
ଜନନାୟକ ଭଗବାନ ବିର୍ସା     ମୁଣ୍ଡାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- ଜନନାୟକ

ଭଗବାନ ବିର୍ସା ମୁଣ୍ଡାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ, ଜନନାୟକ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କର ତ୍ୟାଗ, ସଂଘର୍ଷ ଏବଂ ଅଦମ୍ୟ ସାହସ ସଦା ସର୍ବଦା ଦେଶସେବା ପାଇଁ ଆମକୁ

ପ୍ରେରିତ କରିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande